• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2023: ଏହି ରାଶିର ବ୍ୟକ୍ତି ଆଜି ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇପାରନ୍ତି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଦିବା ୧୦.୧୭ ଗତେ ମକର,ତିଥି – ୧୦ ମୀ ଦିବା ୦୨.୦୭ ଗତେ ୧୧ଶୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୧୦.୧୭ ଗତେ ସିଂହ,ଘାତ ବାର- ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୨.୪୫ ପର୍ଯ୍ୟନ୍ତ

Libra

ତୁଳା

Friday 17 Mar 2023

ଉ- ଫାଲ୍‌ଗୁନୀ- ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍

ହସ୍ତା- ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସି୍ଥରତା ଦେଖାଦେବ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ। ସହିତ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ

ଚିତ୍ରା- ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :