ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଦିବା ୧୦.୧୭ ଗତେ ମକର,ତିଥି – ୧୦ ମୀ ଦିବା ୦୨.୦୭ ଗତେ ୧୧ଶୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୧୦.୧୭ ଗତେ ସିଂହ,ଘାତ ବାର- ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୨.୪୫ ପର୍ଯ୍ୟନ୍ତ
ବିଶାଖା- ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ । ପ୍ରେମିଯୁଗଳ ଏକାନ୍ତରେ ସମୟ କାଟିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହି ପାରନ୍ତି
ଅନୁରାଧା- ବ୍ୟବସାୟରେ ଅଚାନକ ଧନ ଲାଭ ହୋଇପାରେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ ଆର୍ଥୀକ ଲାଭ ମିଳିବ । ସାହିତ୍ୟିକଙ୍କ ଲାଗି ଦିନଟି ଭଲ ରହିବ
ଜ୍ୟୋଷ୍ଠା- ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ମହିଳା ମାନେ ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ପର୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ସମ୍ପତି- ବାଡିକୁ ନେଇ ଶତୃ ବୃଦ୍ଧି ଘଟିବ
ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯