• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2023: ଏହି ରାଶିର ବ୍ୟକ୍ତି ଆଜି ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇପାରନ୍ତି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଦିବା ୧୦.୧୭ ଗତେ ମକର,ତିଥି – ୧୦ ମୀ ଦିବା ୦୨.୦୭ ଗତେ ୧୧ଶୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୧୦.୧୭ ଗତେ ସିଂହ,ଘାତ ବାର- ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୨.୪୫ ପର୍ଯ୍ୟନ୍ତ

Sagittarius

ଧନୁ

Friday 17 Mar 2023

ମୂଳା- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିବେ । ଚାକିରୀ କ୍ଷେତ୍ରରେ ଶ୍ରମ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ

ପୂ, ଷାଢା- କାରବାରରେ ପୁଞି ଲଗାଇବା ପୂର୍ବରୁ ବଡଙ୍କ ସମ୍ମତି ନିଅନ୍ତୁ । ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ବିଦ୍ୟାର୍ଥି ମାନେ ପରୀକ୍ଷାରେ କୃତକାର‌୍ୟ୍ୟ ହେବେ । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଂଶସିତ ହେବେ

ଉ, ଷାଢା- ଭୂ-ସମ୍ପତି କିଣିବା ଯୋଗ ରହିଛି । ମହିଳା ମାନେ କାହାରି କଥାରେ ଦଖଲ ଦିଅନ୍ତୁ ନାହିଁ । କୈାଣସି ଅଜଣା ବ୍ୟକ୍ତି ସାହାର‌୍ୟ୍ୟର ହାତ ବଢାଇବେ । ନୂତନ ଦ୍ରବ୍ୟ କ୍ରୟ କରିବାର ସୁଯୋଗ ଆସିବ

ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :