• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2024: ଏହି ରାଶିର ବ୍ୟକ୍ତିଙ୍କର ଋଣ ମୁକ୍ତିର ରାସ୍ତା ପରିଷ୍କାର ହେବ ...

ସୌର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୯.୫୩ ଗତେ ୯ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Sunday 17 Mar 2024

କୃତିକା - ସ୍ୱାସ୍ଥ୍ୟରେ ଗୁରୁତ୍ୱ ପୂର୍ଣ୍ଣ ପରିବର୍ତନ ହୋଇପାରେ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ ।
ରୋହିଣୀ- କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ମହିଳା ମାନେ ପ୍ରତ୍ୟେକ କାର୍ଯ୍ୟ ପାଇଁ ସାବଧାନତା ଅବଲମ୍ବନ କରିବେ ।
ମୃଗଶିରା- ନୂତନ ଜମି କ୍ରୟ କରିବାର ସୁଯୋଗ ଆସିବ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ନୂତନ ଭାବେ ଆରମ୍ଭ କରୁଥିବା କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ ।
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :