• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2024: ଏହି ରାଶିର ବ୍ୟକ୍ତିଙ୍କର ଋଣ ମୁକ୍ତିର ରାସ୍ତା ପରିଷ୍କାର ହେବ ...

ସୌର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୯.୫୩ ଗତେ ୯ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Sunday 17 Mar 2024

ଧନିଷ୍ଠା- ପରିବାରର ଲୋକେ ଆପଣଙ୍କ କଥାକୁ ସହମତି ଦେବେ । କୃଷି ସମ୍ବନ୍ଧୀୟ କାର୍ଯ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି ।

ଶତଭିଷା- ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି ।

ପୂ,ଭାଦ୍ରପଦ- ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ମାଲିମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :