• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2024: ଏହି ରାଶିର ବ୍ୟକ୍ତିଙ୍କର ଋଣ ମୁକ୍ତିର ରାସ୍ତା ପରିଷ୍କାର ହେବ ...

ସୌର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୯.୫୩ ଗତେ ୯ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Sunday 17 Mar 2024

ପୂ,ଭାଦ୍ରପଦ- ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ ।
ଉ,ଭାଦ୍ରପଦ- ପରିବାର ପ୍ରତି ଆପଣଙ୍କର ଦାୟିତ୍ୱ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।
ରେବତୀ- ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆମୋଦ,ପ୍ରମୋଦ, କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :