• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2024: ଏହି ରାଶିର ବ୍ୟକ୍ତିଙ୍କର ଋଣ ମୁକ୍ତିର ରାସ୍ତା ପରିଷ୍କାର ହେବ ...

ସୌର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୯.୫୩ ଗତେ ୯ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Sunday 17 Mar 2024

ମୃଗଶିରା- ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବସ୍ତ୍ର, ବ୍ୟବସାୟ, ଖାଦ୍ୟ ପ୍ରଦାନ ବ୍ୟବସାୟ ସୈାଖିନ ସାମଗ୍ରୀ ବ୍ୟବସାୟ , ଘର ସାଜସଜ୍ଜାକୁ ନେଇ ବ୍ୟବସାୟରେ ଲାଭବାନ ହେବେ ।  କୌଣସି ଛୋଟ ସମସ୍ୟା କିମ୍ବା ବିବାଦ ମଧ୍ୟ ହ୍ରାସ ପାଇବ ।
ଆଦ୍ରା- କରଜ ପରିଶୋଧ କରିବାରେ ସକ୍ଷମ ହେବେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ରାଜନୀତିରେ ବହୁତ ଆଗକୁ ଯିବେ ।
ପୁନର୍ବସୁ- ରାଜନୀତିରେ ନିଷ୍କ୍ରିୟ ରହିବାର ସୂଚନା ମିଳିବ । କୋର୍ଟରେ ମାମଲା ପାଇଁ ଶତୃ ବୃଦ୍ଧି ହୋଇପାରନ୍ତି । ନୂଆ ଉପାୟ ପ୍ରୟୋଗ କରିବେ ସାଂସୃତିକ କାର୍ଯ୍ୟରେ ଅଗ୍ରଣୀ ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ ।
ପ୍ରତିକାର – ମା ବିରଜାଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :