• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2024: ଏହି ରାଶିର ବ୍ୟକ୍ତିଙ୍କର ଋଣ ମୁକ୍ତିର ରାସ୍ତା ପରିଷ୍କାର ହେବ ...

ସୌର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୯.୫୩ ଗତେ ୯ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Sunday 17 Mar 2024

ପୁନର୍ବସୁ- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । କାର୍ଯ୍ୟ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ଉପରେ ଆଧାର କରି ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ହୋଇପାରେ ।
ପୁଷ୍ୟା- ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ । ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ ।
ଅଶ୍ଲେଷା- ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ପ୍ରଶାସନିକ କ୍ଷେତ୍ରରେ ସାହାର୍ଯ୍ୟ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ ।  
ପ୍ରତିକାର – ମା ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :