• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2024: ଏହି ରାଶିର ବ୍ୟକ୍ତିଙ୍କର ଋଣ ମୁକ୍ତିର ରାସ୍ତା ପରିଷ୍କାର ହେବ ...

ସୌର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୯.୫୩ ଗତେ ୯ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Sunday 17 Mar 2024

ମଘା- ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ମାନସିକ ଚାପରୁ ଦୂରେଇ ରୁହନ୍ତୁ । 
ପୂ,ଫାଲଗୁନି- ପରିବାରରେ କୌଣସି ଗୁରୁ ଦାୟିତ୍ୱ ତୁଲାଇବେ । ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ଜୀବନସାଥୀଙ୍କ ସହିତ ବିବାଦ ଗ୍ରସ୍ତ ହୋଇପାରନ୍ତି ।
ଉ,ଫାଲଗୁନି- ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ ରେ ହୋଇଯିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।
ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :