• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2024: ଏହି ରାଶିର ବ୍ୟକ୍ତିଙ୍କର ଋଣ ମୁକ୍ତିର ରାସ୍ତା ପରିଷ୍କାର ହେବ ...

ସୌର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୯.୫୩ ଗତେ ୯ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Sunday 17 Mar 2024

ଉ,ଫଳଗୁନି- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବେ । 
ହସ୍ତା- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବେ । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ ।
ଚିତ୍ରା- ସାହାଯ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ । କୋର୍ଟ କଚେରୀ ମାମଲା ସହଜରେ ସମାଧାନ ହୋଇଯିବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ ।
ପ୍ରତିକାର - ନୃସିଂଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :