• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2024: ଏହି ରାଶିର ବ୍ୟକ୍ତିଙ୍କର ଋଣ ମୁକ୍ତିର ରାସ୍ତା ପରିଷ୍କାର ହେବ ...

ସୌର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୯.୫୩ ଗତେ ୯ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Sunday 17 Mar 2024

ଚିତ୍ରା- ମାନସିକ ଅବସ୍ଥାରେ ପରିବର୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ  କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ ।
ସ୍ୱାତୀ- ଅଧା ଥିବା କାମ ପୁରା କରିବାକୁ ଚେଷ୍ଟା କରିବେ । ବ୍ୟବସାୟ କ୍ଷେତ୍ରରେ ଯଥେଷ୍ଟ ଅଗ୍ରଗତି ଘଟିପାରେ । ଶିକ୍ଷାର୍ଥୀଙ୍କ ଉଚ୍ଚ ଆଶା ସଫଳ ହୋଇପାରେ ।
ବିଶାଖା- ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ରାଜନୀତିରେ ସଫଳତା ମିଳିବ ।
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :