• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2024: ଏହି ରାଶିର ବ୍ୟକ୍ତିଙ୍କର ଋଣ ମୁକ୍ତିର ରାସ୍ତା ପରିଷ୍କାର ହେବ ...

ସୌର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୯.୫୩ ଗତେ ୯ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Sunday 17 Mar 2024

ବିଶାଖା- ଶାରୀରିକ କ୍ଲାନ୍ତି ଦୂର ହୋଇପାରେ । ଚାକିରୀ ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । 
ଅନୁରାଧା- ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବା ସହିତ ଆପଣ ନିଜ ଘର ମଧ୍ୟ ପାଇପାରିବେ । ଛାତ୍ରମାନଙ୍କର ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ ।
ଜ୍ୟେଷ୍ଠା- ରାଜନୈତିକ କ୍ଷେତ୍ରରେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ନିଜର ଆକସ୍ମିକ ବୁଦ୍ଧି ଓ କାର‌୍ୟ୍ୟ କରିବା ଶୈଳୀରେ ପରିବର୍ତନ ଆଣିବେ ।
ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :