• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2024: ଏହି ରାଶିର ବ୍ୟକ୍ତିଙ୍କର ଋଣ ମୁକ୍ତିର ରାସ୍ତା ପରିଷ୍କାର ହେବ ...

ସୌର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୯.୫୩ ଗତେ ୯ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Sunday 17 Mar 2024

ମୂଳା- ବହୁ ଦିନରୁ ଲାଗି ରହିଥିବା ରୋଗ ଭଲ ହୋଇଯିବ । ନିଜର ଦକ୍ଷତା ପଦର୍ଶନ କରିବା ପାଇଁ ସୁଯୋଗ ପାଇବେ । ଆକସ୍ମିକ ଧନ ଲାଭ ହୋଇପାରେ । ଆପଣଙ୍କର ସମ୍ପର୍କରେ ମଧୁରତା ଆସିପାରେ ।

ପୂ,ଷାଢା- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । କାର୍ଯ୍ୟ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ ।

ଉ,ଷାଢା- କୋର୍ଟର ସହୟତା ପାଇବେ । ରାଜନୀତିରେ ଲୋକ ପ୍ରିୟତା ବଢାଇବା ପାଇଁ ଚେଷ୍ଟା କରିବେ । ସଭା ସମିତିରେ କୌଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :