• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2024: ଏହି ରାଶିର ବ୍ୟକ୍ତିଙ୍କର ଋଣ ମୁକ୍ତିର ରାସ୍ତା ପରିଷ୍କାର ହେବ ...

ସୌର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୯.୫୩ ଗତେ ୯ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Sunday 17 Mar 2024

ଉ,ଷାଢା- ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । 
ଶ୍ରବଣା- ଋଣ ମୁକ୍ତିର ରାସ୍ତା ପରିଷ୍କାର ହେବ । ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ପୂର୍ବ ଯୋଜନା ଅନୁଯାୟୀ କିଛିଟା ଶ୍ରମ ସ୍ୱୀକାର କରିପାରିଲେ ଅବଶ୍ୟ ସଫଳତା ପାଇବେ ।
ଧନିଷ୍ଠା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ଜମିଜମା କାରବାରରେ ଉପକୃତ ହେବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣୀ ଦାୟିତ୍ୱ ନେଇ ପାରନ୍ତି ।
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :