• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ଯ୍ୟ ଆରମ୍ଭ କରିବେ। ବନ୍ଧୁମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତ୍ତୀର୍ଣ୍ଠ ହେବେ। ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ।

Taurus

ବୃଷ

Monday 17 Mar 2025

ସ୍ୱାସ୍ଥ୍ୟ ଓ କର୍ମହାନି ସଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି। ବନ୍ଧୁଙ୍କ ପ୍ରେରଣାରେ ନୂତନ କାମର ପରିକଳ୍ପନା କରିବେ। ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ପାରିବାରିକ ସମସ୍ୟା ସୁଧାରି ନେବାରେ ବନ୍ଧୁ ସାହାଯ୍ୟ କରିବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS