• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ଯ୍ୟ ଆରମ୍ଭ କରିବେ। ବନ୍ଧୁମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତ୍ତୀର୍ଣ୍ଠ ହେବେ। ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ।

Aquarius

କୁମ୍ଭ

Monday 17 Mar 2025

କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଆୟର ପନ୍ଥା ସହଜ ହେବ । ପାରିବାରିକ ସମସ୍ୟାର ଅନ୍ତ ଘଟିବ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଯାନବାହାନକୁ ନେଇ ଭାଇ ଭାଇ ମଧ୍ୟରେ ମତାନ୍ତର ଦେଖା ଦେଇପାରେ ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS