• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ଯ୍ୟ ଆରମ୍ଭ କରିବେ। ବନ୍ଧୁମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତ୍ତୀର୍ଣ୍ଠ ହେବେ। ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ।

Gemini

ମିଥୁନ

Monday 17 Mar 2025

କର୍ମକ୍ଷେତ୍ରରେ ବ୍ୟବସ୍ତତା ହେତୁ ପରିବାରରେ ଅଶାନ୍ତି ଉପୁଜବ। ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ କଥାକୁ ନେଇ କଳହ ସୃଷ୍ଟି ହୋଇପାରେ । ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ସହକର୍ମୀମାନଙ୍କୁ ଉତ୍ତମ ପରାମର୍ଶ ଦେଇ ପ୍ରଶଂସିତ ହେବେ। ରାଜନୈତିକ ସ୍ଥିତି ସଂଘର୍ଷମୟ ରହିବ।

ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS