• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ଯ୍ୟ ଆରମ୍ଭ କରିବେ। ବନ୍ଧୁମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତ୍ତୀର୍ଣ୍ଠ ହେବେ। ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ।

Cancer

କର୍କଟ

Monday 17 Mar 2025

ପିଲାଙ୍କର କିଛି ସମସ୍ୟା ଓ ପରିବାରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ। ଜମିଜମା, କଳ କାରଖାନା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ।

ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS