କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ଯ୍ୟ ଆରମ୍ଭ କରିବେ। ବନ୍ଧୁମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତ୍ତୀର୍ଣ୍ଠ ହେବେ। ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ।
ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢ଼ି ବଢ଼ି ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି। କାର୍ଯ୍ୟ ବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ। ଆର୍ଥିକ ପରିସ୍ଥିତି ଠିକ୍ ନ ଥିଲେ ମଧ୍ୟ ପିଲାଙ୍କ ପଢାରେ କିଛି ଅସୁବିଧା ହେବ ନାହିଁ ।
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୧