କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ଯ୍ୟ ଆରମ୍ଭ କରିବେ। ବନ୍ଧୁମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତ୍ତୀର୍ଣ୍ଠ ହେବେ। ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ।
ଆଜି କର୍ମକ୍ଷେତ୍ରରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ମନରେ ଅସ୍ଥିରତା ଲାଗି ରହିବା କାରଣରୁ ଅନ୍ୟମାନଙ୍କ କଥାଗୁଡ଼ିକ ଠିକ୍ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ଭୁଲ୍ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗି ରହିବ। ଅର୍ଥାଭାବ ହେତୁ ଅଟକି ରହିଥିବା କାମଗୁଡ଼ିକ ସଂପୂର୍ଣ୍ଣ ନ ହୋଇପାରେ।
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫