କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ଯ୍ୟ ଆରମ୍ଭ କରିବେ। ବନ୍ଧୁମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତ୍ତୀର୍ଣ୍ଠ ହେବେ। ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ।
ପରିବାରର ସଦସ୍ୟମାନେ ଆପଣଙ୍କ ମତାମତକୁ ସମର୍ଥନ କରିବେ। ସିଭିଲ ଇଂଜିନିୟରଙ୍କ ଲାଗି ଦିନଟି ଆରାମଦାୟକ ରହିବ। ଅଫିସର କାମ ଠିକ୍ ସମୟରେ ପୂରା ହୋଇଯିବ। ପିଲାମାନେ ଖେଳ କୁଦରେ ମାତିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦକ୍ଷେପ ନେବା ପାଇଁ ପଡିପାରେ।
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬