• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ଯ୍ୟ ଆରମ୍ଭ କରିବେ। ବନ୍ଧୁମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତ୍ତୀର୍ଣ୍ଠ ହେବେ। ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ।

Scorpio

ବିଛା

Monday 17 Mar 2025

ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମତ ବଦଳାଇ ଅସହଯୋଗ କରିପାରନ୍ତି। ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ। କଳା, ସାହିତ୍ୟ ଓ ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକରେ ଉପଯୁକ୍ତ ଭାବେ ଫଳ ପାଇପାରିବେ।

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS