• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ଯ୍ୟ ଆରମ୍ଭ କରିବେ। ବନ୍ଧୁମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତ୍ତୀର୍ଣ୍ଠ ହେବେ। ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ।

Capricorn

ମକର

Monday 17 Mar 2025

ଆଜି ବନ୍ଧୁଙ୍କ ସହାୟତାରେ ବିଭିନ୍ନ ସୂତ୍ରରୁ ଅର୍ଥଲାଭର ଯୋଗ ରହିଛି। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ଆଗାମୀ ସାଂସ୍କୃତିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାକୁ ମନସ୍ଥ କରିବେ।

ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS