• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th May 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ରାଜନୀତିରେ ମନ ଚାହୁଁଥିବା ପଦବୀ ମିଳିପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର – ମୀନ ପ୍ରାତଃ ୦୭.୩୯ ଗତେ ମେଷ ତିଥି – ୧୩ଶୀ ରାତ୍ରି ୧୦.୨୮ ଗତେ ୧୪ଶୀ ଘାତ ଚନ୍ଦ୍ର – ଧନୁ ପ୍ରାତଃ ୦୭.୩୯ ଗତେ ମେଷ ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Wednesday 17 May 2023

କୃତିକା- ସ୍ୱାସ୍ଥ୍ୟ ଖରାପ ହେବା କାରଣରୁ ମାନସିକ ଚିନ୍ତା ଲାଗିରହିବ । ପାରିବାରିକ ସହମତିରେ କାର୍ଯ୍ୟ ସିଦ୍ଧି ଘଟିପାରେ । କୈାଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ

ରୋହିଣୀ- ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ବାଣିଜ୍ୟ କାରବାରରେ ଉତ୍ସାହଉଦ୍ଦିପନା ଯୁକ୍ତ ହେବ

ମୃଗଶିରା- ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ । ପୈତୃକ ସମ୍ପତିର ସମସ୍ୟା ସମାଧାନ ହେବ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :