• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th May 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ରାଜନୀତିରେ ମନ ଚାହୁଁଥିବା ପଦବୀ ମିଳିପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର – ମୀନ ପ୍ରାତଃ ୦୭.୩୯ ଗତେ ମେଷ ତିଥି – ୧୩ଶୀ ରାତ୍ରି ୧୦.୨୮ ଗତେ ୧୪ଶୀ ଘାତ ଚନ୍ଦ୍ର – ଧନୁ ପ୍ରାତଃ ୦୭.୩୯ ଗତେ ମେଷ ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Wednesday 17 May 2023

ଧନିଷ୍ଠା- ବାସସ୍ଥାନ ବା ଯାନବାହନ ପାଇଁ ଖର୍ଚ୍ଚାନ୍ତ ହୋଇ ପାରନ୍ତି । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ

ଶତଭିଷା- ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ । ରାଜନିତିରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷାରେ ଅଗ୍ରଗତି କରିବେ

ପୂ, ଭାଦ୍ରପଦ- ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ । ସାହାଯ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୈାଦ୍ଧିକ କ୍ଷମତା ପ୍ରାପ୍ତ କରିବେ

ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :