• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th May 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ରାଜନୀତିରେ ମନ ଚାହୁଁଥିବା ପଦବୀ ମିଳିପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର – ମୀନ ପ୍ରାତଃ ୦୭.୩୯ ଗତେ ମେଷ ତିଥି – ୧୩ଶୀ ରାତ୍ରି ୧୦.୨୮ ଗତେ ୧୪ଶୀ ଘାତ ଚନ୍ଦ୍ର – ଧନୁ ପ୍ରାତଃ ୦୭.୩୯ ଗତେ ମେଷ ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Wednesday 17 May 2023

ପୂ, ଭାଦ୍ରପଦ- ଉଭୟ ପ୍ରେମ ଓ ପାରିବାରିକ ଜୀବନରେ ଉତମ ବୁଝାବଣା ରହିବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ବାହାରେ ଭୋଜନ କରିବେ । ବ୍ୟବସାୟରେ ଥିବା ସମସ୍ୟାକୁ ପଛରେ ପକାଇ ଆଗକୁ ବଢି ଚାଲିବେ ।

ଉ, ଭାଦ୍ରପଦ- କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ମହିଳା ମାନେ ବ୍ୟସ୍ତତା ଭିତରେ ସମୟ ବିତାଇବେ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ

ରେବତୀ- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ ସମସ୍ୟା ଦେଖା ଦେଇପାରେ । ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ

ପ୍ରତିକାର - ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :