• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th May 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ରାଜନୀତିରେ ମନ ଚାହୁଁଥିବା ପଦବୀ ମିଳିପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର – ମୀନ ପ୍ରାତଃ ୦୭.୩୯ ଗତେ ମେଷ ତିଥି – ୧୩ଶୀ ରାତ୍ରି ୧୦.୨୮ ଗତେ ୧୪ଶୀ ଘାତ ଚନ୍ଦ୍ର – ଧନୁ ପ୍ରାତଃ ୦୭.୩୯ ଗତେ ମେଷ ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Wednesday 17 May 2023

ମୃଗଶିରା- ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି

ଆଦ୍ରା- ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଛାତ୍ରମାନେ ପଢାରେ ସାହାର‌୍ୟ୍ୟ ପାଇବେ

ପୁନର୍ବସୁ- ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :