• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th May 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ରାଜନୀତିରେ ମନ ଚାହୁଁଥିବା ପଦବୀ ମିଳିପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର – ମୀନ ପ୍ରାତଃ ୦୭.୩୯ ଗତେ ମେଷ ତିଥି – ୧୩ଶୀ ରାତ୍ରି ୧୦.୨୮ ଗତେ ୧୪ଶୀ ଘାତ ଚନ୍ଦ୍ର – ଧନୁ ପ୍ରାତଃ ୦୭.୩୯ ଗତେ ମେଷ ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Wednesday 17 May 2023

ଉ- ଫାଲ୍‌ଗୁନୀ- ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍

ହସ୍ତା- ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ। ସହିତ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ

ଚିତ୍ରା- ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :