• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th May 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ରାଜନୀତିରେ ମନ ଚାହୁଁଥିବା ପଦବୀ ମିଳିପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର – ମୀନ ପ୍ରାତଃ ୦୭.୩୯ ଗତେ ମେଷ ତିଥି – ୧୩ଶୀ ରାତ୍ରି ୧୦.୨୮ ଗତେ ୧୪ଶୀ ଘାତ ଚନ୍ଦ୍ର – ଧନୁ ପ୍ରାତଃ ୦୭.୩୯ ଗତେ ମେଷ ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Wednesday 17 May 2023

ଚିତ୍ରା- ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛିି । ବ୍ୟବସାୟ, ବାଣିଜ୍ୟରେ ସବୁ ସମସ୍ୟାର ସମାଧାନ ହୋଇଯିବ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିଯିବ

ସ୍ୱାତୀ- ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତି ନେବେ । ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଅଫିସରେ ସବୁକାମ ସମ୍ଭାଳି ନେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ

ବିଶାଖା- ଈଛା ନଥିରେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି । ବିବାଦୀୟ ପରିସି୍ଥତମି ଗୁରୁତ୍ୱର ହେବ ନାହିଁ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ ।

ପ୍ରତିକାର – ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :