• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th May 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ରାଜନୀତିରେ ମନ ଚାହୁଁଥିବା ପଦବୀ ମିଳିପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର – ମୀନ ପ୍ରାତଃ ୦୭.୩୯ ଗତେ ମେଷ ତିଥି – ୧୩ଶୀ ରାତ୍ରି ୧୦.୨୮ ଗତେ ୧୪ଶୀ ଘାତ ଚନ୍ଦ୍ର – ଧନୁ ପ୍ରାତଃ ୦୭.୩୯ ଗତେ ମେଷ ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Wednesday 17 May 2023

ବିଶାଖା- ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ । ପ୍ରେମିଯୁଗଳ ଏକାନ୍ତରେ ସମୟ କାଟିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହି ପାରନ୍ତି

ଅନୁରାଧା- ବ୍ୟବସାୟରେ ଅଚାନକ ଧନ ଲାଭ ହୋଇପାରେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ ଆର୍ଥୀକ ଲାଭ ମିଳିବ । ସାହିତ୍ୟିକଙ୍କ ଲାଗି ଦିନଟି ଭଲ ରହିବ

ଜ୍ୟୋଷ୍ଠା- ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ମହିଳା ମାନେ ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ପର‌୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ସମ୍ପତି- ବାଡିକୁ ନେଇ ଶତୃ ବୃଦ୍ଧି ଘଟିବ

ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :