• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th May 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ରାଜନୀତିରେ ମନ ଚାହୁଁଥିବା ପଦବୀ ମିଳିପାରେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର – ମୀନ ପ୍ରାତଃ ୦୭.୩୯ ଗତେ ମେଷ ତିଥି – ୧୩ଶୀ ରାତ୍ରି ୧୦.୨୮ ଗତେ ୧୪ଶୀ ଘାତ ଚନ୍ଦ୍ର – ଧନୁ ପ୍ରାତଃ ୦୭.୩୯ ଗତେ ମେଷ ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି

Capricorn

ମକର

Wednesday 17 May 2023

ଉ, ଷାଢା- ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ । ସହକର୍ମୀଙ୍କ ଅସଂଯତ କାର‌୍ୟ୍ୟକଳାପ ସମସ୍ୟାକୁ ବଢାଇ ଦେଇପାରେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି

ଶ୍ରବଣା- ରାଜନିତି କ୍ଷେତ୍ରରେ ପ୍ରତିଷ୍ଠିତ ହେବେ । ବ୍ୟବସାୟରେ ପରିବାର ଲୋକଙ୍କ ସହଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ

ଧନିଷ୍ଠା- କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ଜମିବାଡି ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କରିଲେ ଅପେକ୍ଷାକୃତ ସଫଳତା ପାଇ ପାରନ୍ତି

ପ୍ରତିକାର – ମାଆ ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :