• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th May 2024: ଏହି ରାଶିର ବ୍ୟକ୍ତି ଆଜି ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ରାତ୍ରି ୦୪.୦୪ ଗତେ କନ୍ୟା,ତିଥି-୯ମୀ ଦିବା ୦୮.୪୯ ଗତେ ୧୦ମୀ ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୪.୦୪ ଗତେ ବୃଷ ରାଶି, ଘାତବାର- ବିଛା, ଧନୁ ଓ ମୀନ ରାଶି ପୁଷ୍କର ଦୋଷ- ରାତ୍ରି ୦୯.୧୮ ଗତେ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Aquarius

କୁମ୍ଭ

Friday 17 May 2024

ଉ,ଷାଢା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ ।

ଶ୍ରବଣା- ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ । ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ ।

ଧନିଷ୍ଠା- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ। ଜମଜିମା, ମାଲିମକଦ୍ଦମା, ଯୋଗାଯୋଗ, ସାମ୍ବାଦିକତାରେ ପ୍ରତିଷ୍ଠାର୍ଜନ କରିବେ। ଚୟନ ଭୁମିକୁ କ୍ରୟ କରିବେ

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :