• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th May 2024: ଏହି ରାଶିର ବ୍ୟକ୍ତି ଆଜି ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ରାତ୍ରି ୦୪.୦୪ ଗତେ କନ୍ୟା,ତିଥି-୯ମୀ ଦିବା ୦୮.୪୯ ଗତେ ୧୦ମୀ ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୪.୦୪ ଗତେ ବୃଷ ରାଶି, ଘାତବାର- ବିଛା, ଧନୁ ଓ ମୀନ ରାଶି ପୁଷ୍କର ଦୋଷ- ରାତ୍ରି ୦୯.୧୮ ଗତେ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Sagittarius

ଧନୁ

Friday 17 May 2024

ମୂଳା- ସ୍ୱାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ । ପାରିବାରିକ କ୍ଷେତ୍ରରେ ଛୋଟଛୋଟ କଥାରେ ରାଗନ୍ତୁ ନାହିଁ । ଆପଣଙ୍କ ସୁଖ ଅନ୍ୟମାନଙ୍କ ମନରେ ଈର୍ଷା ଉଦ୍ରେକ କରିବ ।

ପୂ,ଷାଢା- ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ଲୋକପ୍ରିୟତା ହାସଲ କରିବେ । ଶିକ୍ଷାର୍ଥୀ ମାନଙ୍କ ଅଧ୍ୟୟନରେ ବାଧାଉପୁଜିପାରେ । ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ ।

ଉ,ଷାଢା-ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ସହନଶୀଳତା ଜାଗ୍ରତ କରିବେ । ସମ୍ପତି ବୃଦ୍ଧି ହୋଇପାରେ ।

ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :