Daily Horoscope 17th May 2024: ଏହି ରାଶିର ବ୍ୟକ୍ତି ଆଜି ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ରାତ୍ରି ୦୪.୦୪ ଗତେ କନ୍ୟା,ତିଥି-୯ମୀ ଦିବା ୦୮.୪୯ ଗତେ ୧୦ମୀ ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୪.୦୪ ଗତେ ବୃଷ ରାଶି, ଘାତବାର- ବିଛା, ଧନୁ ଓ ମୀନ ରାଶି ପୁଷ୍କର ଦୋଷ- ରାତ୍ରି ୦୯.୧୮ ଗତେ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Aries

ମେଷ

Friday 17 May 2024

ଅଶ୍ୱନୀ- କୌଣସି ବନ୍ଧୁଙ୍କ ଆର୍ଥିକ ସାହାଯ୍ୟ ଓ ସହଯୋଗରୁ ମାନସିକ ଅସ୍ଥିରତା ଦୂରେଇଯିବ। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ।

ଦ୍ୱିଜା- ରାଜନୀତିରେ ସାବଧାନତାର ସହିତ ପଦକ୍ଷେପ ନିଅନ୍ତୁ । କର୍ମକ୍ଷେତ୍ରର ସମସ୍ୟାକୁ ସରଳ ସମାଧାନ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଲାଭ ମିଳିବ ।

କୃତିକା- କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରୁ ସ୍ଥଗିତ ରହିବା ଉଚିତ୍ ଜ୍ଝ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :