Daily Horoscope 17th May 2025: ଏହି ରାଶିଙ୍କ ପାଇଁ ଆଜି ଧନଲାଭର ଯୋଗ; ଜାଣନ୍ତୁ ଆଜିର ରାଶିଫଳ..
/odishatv-khabar/media/media_files/uploadimage/library/16_9/16_9_0/IMAGE_1740453354-558351.jpg)
ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ। ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ। କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ।ଦ୍ୱିଜା- କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
