କୌଣସି ଖବର ପାଇ ମୁଣ୍ଡବ୍ୟଥା ହୋଇପାରେ ।
ପୁନର୍ବସୁ - ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି। ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି। କର୍ମକ୍ଷେତ୍ରରେ ସଫଳତା ହାସଲ କରିବେ।
ପୁଷ୍ୟା– ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇପାରନ୍ତି। ରାଜନୀତିରେ ସହଯୋଗ ମିଳିବ। ବିଦ୍ୟାର୍ଥୀ ମାନଙ୍କର ମନୋବଳ ଦୁର୍ବଳ ରହିବ।
ଅଶ୍ଳେଷା - ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ । ମହିଳା ମାନେ ଧର୍ମ କାର୍ଯ୍ୟରେ ମନ ବଳାଇବେ ।
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨