• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Nov 2022 : ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ, ପ୍ରତିକାର ପାଇଁ କରିବେ କଣ

କୌଣସି ଖବର ପାଇ ମୁଣ୍ଡବ୍ୟଥା ହୋଇପାରେ ।

Virgo

କନ୍ୟା

Thursday 17 Nov 2022

ଉ , ଫାଲଗୁନୀ– ଯାତ୍ରା ସମୟରେ ହାତ କିମ୍ବା ଗୋଡରେ ଅଘାତ ଲାଗିପାରେ। କର୍ମକ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ ।

ହସ୍ତା – ବ୍ୟବସାୟରେ ଆୟ, ବ୍ୟୟ ସମାନ ରହିବ । ବିଦ୍ୟାର୍ଥୀ କ୍ୟାରିୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ।

ଚିତ୍ରା – ମାଲିମକନ୍ଦମାରେ ସଫଳତା ହାସଲ କରିବେ। ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ ।

ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟୋକୁ ପୂଜା କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :