• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Oct 2022: ଏହି ରାଶିର ବ୍ୟକ୍ତିଙ୍କ ଚାକିରି କ୍ଷେତ୍ରରେ ଅସୁବିଧା ହୋଇପାରେ...

ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ। ମସ୍ତିଷ୍କରେ ଆଘାତ ଲାଗିପାରେ। ଶାରୀରିକ ଓ ମାନସିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ। ଶୁଭ ଖବର ଶୁଣି ମନ ଆନନ୍ଦିତ ରହିବ।

Aquarius

କୁମ୍ଭ

Monday 17 Oct 2022

ଧନିଷ୍ଠା – ଶୁଭ ଖବର ଶୁଣି ମନ ଆନନ୍ଦିତ ରହିବ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ରହିବ ।
ଶତଭିଷା – ରାଜନୀତି ସୁଦୃଢ ହେବ । ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିପାରେ । 
ପୂ , ଭାଦ୍ରପଦ  – ଅଦାଲତର ଦ୍ୱାରସ୍ଥ ହୋଇପାରନ୍ତି । ମହିଳାମାନେ ଆଗକୁ ଯିବା ପାଇଁ ପଦକ୍ଷପ ନେବେ ।

ପ୍ରତିକାର – କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :