• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2023: ବ୍ୟବସାୟୀଙ୍କ ଅଚାନକ ଧନ ଲାଭ ହୋଇପାରେ, କର୍ମକ୍ଷେତ୍ରରେ ପ୍ରଶଂସା ମିଳିପାରେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର, ଚନ୍ଦ୍ର– ତୁଳା ଦିବା ୦୨.୧୮ ଗତେ ବିଛା ତିଥି- ୩ୟା ରାତ୍ରି ୦୧.୨୬ ଗତେ ୪ର୍ଥୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୩୦ ଗତେ ୧ପାଦ କୃଷିହାନି ଓ ଭୂମିଦାନ

Aries

ମେଷ

Tuesday 17 Oct 2023

ଅଶ୍ୱନୀ- ଜୀବନରେ ଲାଭର ଅବସର ପାଇବେ । କଳକ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ପ୍ରେମ ସମ୍ପର୍କରେ ତିକ୍ତତା ଦେଖାଦେବ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ ।        
ଦ୍ୱିଜା-ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ନିଜର ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ବିଦେଶ ଆଗମନର ସୁଯୋଗ ଆସିବ ।    
କୃତିକା- ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇପାରନ୍ତି । ବ୍ୟବସାୟକୁ ନେଇ ନୂଆ ବିଚାର ଆସିବ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ୍ୟ ସାଧନରେ ବିଳମ୍ବ ଘଟିବ ।      

ପ୍ରତିକାର – ସୂର୍ଯ୍ୟ ଦେବଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :