• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2023: ବ୍ୟବସାୟୀଙ୍କ ଅଚାନକ ଧନ ଲାଭ ହୋଇପାରେ, କର୍ମକ୍ଷେତ୍ରରେ ପ୍ରଶଂସା ମିଳିପାରେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର, ଚନ୍ଦ୍ର– ତୁଳା ଦିବା ୦୨.୧୮ ଗତେ ବିଛା ତିଥି- ୩ୟା ରାତ୍ରି ୦୧.୨୬ ଗତେ ୪ର୍ଥୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୩୦ ଗତେ ୧ପାଦ କୃଷିହାନି ଓ ଭୂମିଦାନ

Aquarius

କୁମ୍ଭ

Tuesday 17 Oct 2023

ଧନିଷ୍ଠା- ବାଣିଜ୍ୟ - ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢିବ । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ। କୈାଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ ।
ଶତଭିଷା- ବିବାଦୀୟ ପରିସ୍ଥିତିରେ ସଫଳତା ଯୋଗୁ ମନ ଖୁସି ରହିବ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । ରାଜନୀତିରେ ଆଲୋଚନାରେ ନିଜକୁ ସାମିଲ କରିବେ ।
ପୂ,  ଭାଦ୍ରପଦ- ନିଜ ପରିସରରେ ସବୁ କିଛିକୁ ହାଲୁକା ଭାବେ ଗ୍ରହଣ କରିଲେ ଅସୁବିଧାରେ ପଡିପାରନ୍ତି । ଆବଶ୍ୟକତା ପୂରଣ କରିବା ସକାଶେ ଟଙ୍କା,ପଇସା ଧାର କରିପାରନ୍ତି । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି ।

ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ  ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :