• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2023: ବ୍ୟବସାୟୀଙ୍କ ଅଚାନକ ଧନ ଲାଭ ହୋଇପାରେ, କର୍ମକ୍ଷେତ୍ରରେ ପ୍ରଶଂସା ମିଳିପାରେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର, ଚନ୍ଦ୍ର– ତୁଳା ଦିବା ୦୨.୧୮ ଗତେ ବିଛା ତିଥି- ୩ୟା ରାତ୍ରି ୦୧.୨୬ ଗତେ ୪ର୍ଥୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୩୦ ଗତେ ୧ପାଦ କୃଷିହାନି ଓ ଭୂମିଦାନ

Pisces

ମୀନ

Tuesday 17 Oct 2023

ପୂ, ଭାଦ୍ରପଦ- ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ପରିବାରରେ ସମସ୍ତଙ୍କୁ ସାହାର୍ଯ୍ୟ କରିବାରେ ସଫଳ ହେବେ । ସମ୍ପର୍କୀୟଙ୍କୁ ମିଥ୍ୟା ପ୍ରତିଶୃତି ଦେଇ ସମାଲୋଚିତ ହୋଇପାରନ୍ତି ।
ଉ, ଭାଦ୍ରପଦ- ଅଫିସ୍‌ରେ ଆପଣଙ୍କ କାମ ଦେଖି କର୍ତ୍ତୃପକ୍ଷ ଖୁସି ହେବେ । ଛାତ୍ରୀଙ୍କ ପାଇଁ ଦିନଟି ଲାଭ ପ୍ରଦ ହେବ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ ।
ରେବତୀ- ଆଜିର ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ମହିଳା ମାନେ ମଧୁର ସଂପର୍କ ଗଢିବେ ।

ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :