• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2023: ବ୍ୟବସାୟୀଙ୍କ ଅଚାନକ ଧନ ଲାଭ ହୋଇପାରେ, କର୍ମକ୍ଷେତ୍ରରେ ପ୍ରଶଂସା ମିଳିପାରେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର, ଚନ୍ଦ୍ର– ତୁଳା ଦିବା ୦୨.୧୮ ଗତେ ବିଛା ତିଥି- ୩ୟା ରାତ୍ରି ୦୧.୨୬ ଗତେ ୪ର୍ଥୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୩୦ ଗତେ ୧ପାଦ କୃଷିହାନି ଓ ଭୂମିଦାନ

Cancer

କର୍କଟ

Tuesday 17 Oct 2023

ପୁନର୍ବସୁ- ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ । ଆଚାର ବ୍ୟବହାର , କଥାବାର୍ତ୍ତାରେ ଆୟତ ନ ରଖିଲେ ଅସୁବିଧାରେ ପଡିପାରନ୍ତି ।
ପୁଷ୍ୟା- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି ।
ଅଶ୍ଳେଷା- ସାମ୍ବାଦିକମାନେ କୈାଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ । ଶତ୍ରୁମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ ।

ପ୍ରତିକାର –  ଗୁରୁଜନମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :