• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2023: ବ୍ୟବସାୟୀଙ୍କ ଅଚାନକ ଧନ ଲାଭ ହୋଇପାରେ, କର୍ମକ୍ଷେତ୍ରରେ ପ୍ରଶଂସା ମିଳିପାରେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର, ଚନ୍ଦ୍ର– ତୁଳା ଦିବା ୦୨.୧୮ ଗତେ ବିଛା ତିଥି- ୩ୟା ରାତ୍ରି ୦୧.୨୬ ଗତେ ୪ର୍ଥୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୩୦ ଗତେ ୧ପାଦ କୃଷିହାନି ଓ ଭୂମିଦାନ

Libra

ତୁଳା

Tuesday 17 Oct 2023

ଚିତ୍ରା- ପାରିବାରିକ ଜୀବନରେ ସେବା ଶ୍ରୁଶ୍ରୁଷା ମିଳିବ । ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ ।
ସ୍ୱାତୀ- ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ସରକାରୀ ସହାୟତା ପାଇବେ  ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ ।
ବିଶାଖା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ ।

ପ୍ରତିକାର –  ମିଠା ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :