Daily Horoscope 17th October 2023: ବ୍ୟବସାୟୀଙ୍କ ଅଚାନକ ଧନ ଲାଭ ହୋଇପାରେ, କର୍ମକ୍ଷେତ୍ରରେ ପ୍ରଶଂସା ମିଳିପାରେ...
/odishatv-khabar/media/media_files/uploadimage/library/16_9/16_9_0/IMAGE_1697517552-981198.jpg)
ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର, ଚନ୍ଦ୍ର– ତୁଳା ଦିବା ୦୨.୧୮ ଗତେ ବିଛା ତିଥି- ୩ୟା ରାତ୍ରି ୦୧.୨୬ ଗତେ ୪ର୍ଥୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୩୦ ଗତେ ୧ପାଦ କୃଷିହାନି ଓ ଭୂମିଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
