• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2023: ବ୍ୟବସାୟୀଙ୍କ ଅଚାନକ ଧନ ଲାଭ ହୋଇପାରେ, କର୍ମକ୍ଷେତ୍ରରେ ପ୍ରଶଂସା ମିଳିପାରେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର, ଚନ୍ଦ୍ର– ତୁଳା ଦିବା ୦୨.୧୮ ଗତେ ବିଛା ତିଥି- ୩ୟା ରାତ୍ରି ୦୧.୨୬ ଗତେ ୪ର୍ଥୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୩୦ ଗତେ ୧ପାଦ କୃଷିହାନି ଓ ଭୂମିଦାନ

Sagittarius

ଧନୁ

Tuesday 17 Oct 2023

ମୂଳା- ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ସାସ୍କୃତିକ  ପରିବେଶରେ ଯୋଗ ଦାନ କରିପାରନ୍ତି ।
ପୂ, ଷାଢା- ରାଜନୀତିରେ ରହି ଲୋକଙ୍କୁ ସହଯୋଗର  ମନବୃତି ପୋଷଣ କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ । କର୍ମକ୍ଷେତ୍ରରେ ସବୁ କାର୍ଯ୍ୟ ସୁରୁଖୁରୁରେ ହେଇଯିବ ।
ଉ,  ଷାଢା- ଜମିଜମା କାରବାରରେ ଠକାମିରେ ପଡିବେ ।  କେହି ଆପଣଙ୍କୁ ସାହାର୍ଯ୍ୟର ହାତ ବଢାଇବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :