• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2023: ବ୍ୟବସାୟୀଙ୍କ ଅଚାନକ ଧନ ଲାଭ ହୋଇପାରେ, କର୍ମକ୍ଷେତ୍ରରେ ପ୍ରଶଂସା ମିଳିପାରେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର, ଚନ୍ଦ୍ର– ତୁଳା ଦିବା ୦୨.୧୮ ଗତେ ବିଛା ତିଥି- ୩ୟା ରାତ୍ରି ୦୧.୨୬ ଗତେ ୪ର୍ଥୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୩୦ ଗତେ ୧ପାଦ କୃଷିହାନି ଓ ଭୂମିଦାନ

Capricorn

ମକର

Tuesday 17 Oct 2023

ଉ, ଷାଢା- ଜୀବନସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ ।
ଶ୍ରବଣା- କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ । କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ ।
ଧନିଷ୍ଠା- ମାଲିମୋକଦ୍ଦମାରେ ଜୟଯୁକ୍ତ ହେବେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ  କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ରାଜନେତାଙ୍କ ସାହାର୍ଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :