• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2024: ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଦିବା ୦୪.୨୦ ଗତେ ମେଷ, ତିଥି- ପୂର୍ଣ୍ଣିମା ଦିବା ୦୪.୫୬ ଗତେ ପ୍ରତିପଦ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୪.୨୦ ଗତେ ମେଷ ରାଶିର, ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Thursday 17 Oct 2024

କୃତିକା- ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । କାର‌୍ୟ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ ।

ରୋହିଣୀ- ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ବିଦ୍ୟାର୍ôଥ ପଢାରେ ତୃଟି କରିପାରନ୍ତି

ମୃଗଶିରା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :