• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2024: ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଦିବା ୦୪.୨୦ ଗତେ ମେଷ, ତିଥି- ପୂର୍ଣ୍ଣିମା ଦିବା ୦୪.୫୬ ଗତେ ପ୍ରତିପଦ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୪.୨୦ ଗତେ ମେଷ ରାଶିର, ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Thursday 17 Oct 2024

ପୂ,ଭାଦ୍ରପଦ- ନିଜ ପ୍ରିୟଙ୍କ ସହ ଆଜି ଉତମ ବ୍ୟବହାର କରନ୍ତୁ । ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ

ଉ,ଭାଦ୍ରପଦ- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି ।

ରେବତୀ- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :