• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2024: ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଦିବା ୦୪.୨୦ ଗତେ ମେଷ, ତିଥି- ପୂର୍ଣ୍ଣିମା ଦିବା ୦୪.୫୬ ଗତେ ପ୍ରତିପଦ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୪.୨୦ ଗତେ ମେଷ ରାଶିର, ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି ।

Gemini

ମିଥୁନ

Thursday 17 Oct 2024

ମୃଗଶିରା- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।

ଆଦ୍ରା- କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ପିଲାମାନେ ସୁଗୁଣରେ ଅନୁପ୍ରାଣିତ ହେବେ

ପୁନର୍ବସୁ- ନୂଆ ପୋଷାକ ଭୂଷଣ କରିବେ । ଜମିବାଡି ପୂର୍ବ ସମସ୍ୟା ପୁଣି ଦେଖା ଦେଇପାରେ । ଭଲ କର୍ମ ପାଇଁ ସମ୍ମାନିତ ହେବେ ସହିତ ଦକ୍ଷତା ପ୍ରତିପାଦିତ କରିବେ

ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :