• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2024: ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଦିବା ୦୪.୨୦ ଗତେ ମେଷ, ତିଥି- ପୂର୍ଣ୍ଣିମା ଦିବା ୦୪.୫୬ ଗତେ ପ୍ରତିପଦ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୪.୨୦ ଗତେ ମେଷ ରାଶିର, ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Thursday 17 Oct 2024

ପୁନର୍ବସୁ- ପରୋକ୍ଷ ଶତୃତା ଲାଗିରହିବ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।

ପୁଷ୍ୟା- ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ ।

ଅଶ୍ଲେଷା- କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଜମି-ବାଡି ଭାଗ-ଭାଗ କରି ପାରନ୍ତି । ମହିଳା ମାନେ ଚିନ୍ତାଗ୍ରସ୍ତ ଥିଲେ ମଧ୍ୟ ସହନଶୀଳତା ଭାବ ଜାଗ୍ରତ କରିବେ

ପ୍ରତିକାର – ମା ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :